ପୁରୀ: ଟୋକିଓ ଅଲିମ୍ପିକ୍ସରେ ପହଞ୍ଚିଛି ମହିଳା ହକି ଦଳ । ଯାହାକୁ ନେଇ ସାରା ଦେଶରେ ଖୁସିର ଲହରୀ ଖେଳିଯାଇଛି । ସେମି ଫାଇନାଲ ମୁକାବିଲାରେ ଶକ୍ତିଶାଳୀ ଆର୍ଜେଣ୍ଟିନାକୁ ଭେଟିବ ଟିମ୍ ଇଣ୍ଡିଆ। ମ୍ୟାଚ୍ରେ ଦଳର ସଫଳତା କାମନା କରି ପୁରୀ ବେଳାଭୂମିରେ ବଲୁକାକଳାରେ ଶୁଭେଛା ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ।