ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାାୟକଙ୍କ ସମେତ ଅନ୍ୟ ବିଧାୟକମାନେ ନିଜର ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ବିଧାନସଭାରେ ଭୋଟ ଦେଲେ ୧୪୫ ବିଧାୟକ ।
ସୋମବାର ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ପର୍ୟ୍ୟନ୍ତ ମତଦାନ ହେବାକୁ ଥିବା ବେଳେ ବିଧାନସଭାରେ କେବଳ ଓଡ଼ିଶାର ବିଧାୟକମାନେ ଭୋଟ୍ ଦେଲେ । ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ ଅସୁସ୍ଥତା ଯୋଗୁ ଦିଲ୍ଲୀରେ ଥିବାରୁ ସେ ହସପିଟାଲରୁ ଭୋଟ୍ ଦେଲେ। ସେହିପରି ଓଡ଼ିଶାର ସମସ୍ତ ସାଂସଦ ଦିଲ୍ଲୀରେ ଭୋଟ୍ ଦେଇଛନ୍ତି।
