ବର୍ତ୍ତମାନ ରାଜ୍ୟରେ ବିଶେଷ ବର୍ଷା ସମ୍ଭାବନା ନାହିଁ । ତଥାପି ଆସନ୍ତା ୨୭ରୁ କିଛି ପରିମାଣରେ ବର୍ଷା ହେବ। ଉପକୂଳରେ କେବଳ ୨୭ ତାରିଖରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ସମ୍ଭାବନା ଅଛି । ଆସନ୍ତା ୨୭ରୁ ୩ ଦିନ ଧରି ଆଭ୍ୟନ୍ତରୀଣ ଓଡ଼ିଶାର ବିସ୍ତୃତ ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହୋଇପାରେ । ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣରେ ବର୍ଷା ପରିମାଣ ଅପେକ୍ଷାକୃତ ଅଧିକ ରହିବ ।