ପୁଣି ଅଳ୍ପକେ ବର୍ତ୍ତିଲା କଟକ ବଡ଼ ମେଡିକାଲ, ନନ ଟ୍ରମା କାଜୁଆଲଟିରେ ନିଆଁ
କଟକ ବଡ଼ ମେଡିକାଲ ନନ ଟ୍ରମା କାଜୁଆଲଟିରେ ପୁଣି ନିଆଁ । ସର୍ଟସର୍କିଟ ଅଗ୍ନିକାଣ୍ଡ । ଅଳ୍ପକେ ବର୍ତ୍ତିଲେ ରୋଗୀ । ନନ ଟ୍ରମା କାଜୁଆଲଟିରେ ଶହେରୁ ଅଧିକ ରୋଗୀ ଚିକିତ୍ସିତ ହେଉଥିଲେ । ଧୂଆଁ ବାହାରିବା କାରଣରୁ ସ୍ମୋକ ଡିଟେକ୍ଟର ଅକ୍ଟିଭ ହୋଇ ଯାଇଥିଲା । ସଠିକ ସମୟରେ ଅଗ୍ନିଶମ କର୍ମଚାରୀ…
