କପ୍ତିପଦା ଅତିରିକ୍ତ ତହସିଲଦାରଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ତିନି ଅଭିଯୁକ୍ତଙ୍କୁ ବାନ୍ଧିଲା ପୁଲିସ୍
ଥାନା ଆଗରେ ମୟୂରଭଞ୍ଜ କପ୍ତିପଦା ଅତିରିକ୍ତ ତହସିଲଦାର ଭୀମସେନ ମାଝୀଙ୍କୁ ନିର୍ଘାତ ମାଡ଼ ମାରିବା ସହ ପଥର ଛେଚି ତାଙ୍କ କାର୍ ଭାଙ୍ଗିବା ଘଟଣାରେ ୩ ବାଲି ମାଫିଆଙ୍କୁ ଗିରଫ କରିଛି ପୁଲିସ। ଗିରଫ ୩ ଜଣ ହେଲେ କପ୍ତିପଦା ଅଞ୍ଚଳର ଆକାଶ ନାୟକ, ମାନସ କୁମାର ପୁହାଣ ଓ ରଜତ କୁମାର ମହାନ୍ତି।!-->…
