ପ୍ରଭାତ ବିଶ୍ୱାଳଙ୍କ ସମ୍ପତ୍ତି ଆଟାଚ୍ କଲା ଇଡି
ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳଙ୍କୁ ଝଟକା । ପ୍ରଭାତ ବିଶ୍ୱାଳଙ୍କ ସମ୍ପତ୍ତି ଆଟାଚ୍ କଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) । ଅର୍ଥନୈତିକ ଠକେଇ କାରବାର୍ ନେଇ ଇଡି ପକ୍ଷରୁ ଏହି ଆକ୍ସନ ନିଆଯାଇଛି । ମୋଟ ୩ କୋଟି ୯୨ ଲକ୍ଷ ୨୦ ହଜାର ଟଙ୍କାର ସମ୍ପତ୍ତି ଜବତ କରିଛି ଇଡି । ଏହି!-->…
