କ୍ୟାଟ୍ରିନା କୈଫ ଏବଂ ଭିକି କୌଶଲଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତିଙ୍କୁ ଗିରଫ କରିଛି ମୁମ୍ବାଇ ପୋଲିସ
ବଲିଉଡ୍ ଦମ୍ପତି କ୍ୟାଟ୍ରିନା କୈଫ ଏବଂ ଭିକି କୌଶଲଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତିଙ୍କୁ ମୁମ୍ବାଇ ପୋଲିସ ଗିରଫ କରିଛି। ମୁମ୍ବାଇ ପୋଲିସ ଏହି ସୂଚନା ଦେଇଛି। ଭିକି କୌଶଲଙ୍କ ଅଭିଯୋଗ ପରେ ମୁମ୍ବାଇର ସାଣ୍ଟା କ୍ରୁଜ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା ।
ଜଣେ!-->!-->!-->…
