ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହେଲେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ
ହାଇକୋର୍ଟଙ୍କ ବିରୋଧରେ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ | ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ବିରୋଧରେ ସୁପ୍ରିମକୋର୍ଟରେ ସ୍ପେଶାଲ ଲିଭ୍ ପିଟିସନ୍ ଦାୟର କରିଛନ୍ତି ପ୍ରଶାନ୍ତ ଜଗଦ୍ଦେବ | ସ୍ବାସ୍ଥ୍ୟଗତ ଓ ଅନ୍ୟ କାରଣ ଦର୍ଶାଇ ଜାମିନ ପାଇଁ ସେ!-->…
