ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗ, ମନ୍ଦିର ପୂଜକ ଗିରଫ
ଜଣେ ମନ୍ଦିର ପୂଜକ ମହିଳାଙ୍କ ସହ ଦୁଷ୍କର୍ମ କରିଥିବା ନେଇ ଗୁରୁତର ଅଭିଯୋଗ ହୋଇଛି । ଏଭଳି ଅଭିଯୋଗ ଆଣି ଭଟଲି ଥାନାର ଦ୍ୱାରସ୍ଥ ହୋଇଛନ୍ତି ପୀଡିତା । ସେପଟେ ମନ୍ଦିର ପୂଜକ ଏଭଳି ଅଭିଯୋଗକୁ ଭିତ୍ତିହୀନ କହିବା ସହ ତାଙ୍କ ବିରୋଧରେ ଷଡଯନ୍ତ୍ର କରାଯାଉଛି ବୋଲି ସଫେଇ ଦେଇଛନ୍ତି । ବରଗଡ!-->…
