ଅଧିକ ଟିକା ପାଇଁ କେନ୍ଦ୍ରକୁ କୁହାଯାଇଥିବା ସୂଚନା ଦେଲେ ପରିବାର କଲ୍ୟାଣ ନିର୍ଦ୍ଦେଶକ
ରାଜ୍ୟରେ ୧୮ରୁ ୫୯ ବର୍ଷ ବୟସ୍କଙ୍କ ପାଇଁ ଆଜିଠାରୁ ଆରମ୍ଭ ହୋଇଛି କୋଭିଡ ନିରୋଧୀ ପ୍ରିକସନ ବା ବୁଷ୍ଟର ଡୋଜ ଟିକାକରଣ। ଏ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ ସୂଚନା ଦେଇ କହିଛନ୍ତି, ରାଜ୍ୟରେ ଆଜି ୨୩୨୦ କେନ୍ଦ୍ରରେ ଟିକାକରଣ ଆରମ୍ଭ ହୋଇଛି। କେବଳ ରାଜଧାନୀ!-->…
