ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ବୈଠକ,ଜୁନରୁ ଅକ୍ଟୋବର ମାସ ଗୁରୁତ୍ୱପୂର୍ଣ୍ଣ:ମୁଖ୍ୟମନ୍ତ୍ରୀ
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ ରାଜ୍ୟସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ସମସ୍ତ ସମ୍ଭାବ୍ୟ ବିପର୍ଯ୍ୟୟ ପାଇଁ ପ୍ରସ୍ତୁତ ରହିବାକୁ ରାଜ୍ୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆମର ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମର ନୀତି!-->…
