Odia News Portal

କରୋନା ସଂକ୍ରମଣ:ସତର୍କ ରହିବା ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ସୂଚନା

ରାଜ୍ୟରେ ଏବେ ଉପରମୂହା କରୋନା ସଂକ୍ରମଣ । ଧୀରେ ଧୀରେ ପୁଣି ସଂକ୍ରମଣ ବଢିବାରେ ଲାଗିଛି। ଗତ କିଛିଦିନ ହେବ ୨୦ ଭିତରେ ସଂକ୍ରମଣ ରହୁଥିବାବେଳେ ଗୁରୁବାର ତାହା ବଢି ୪୧ରେ ପହଞ୍ଚିଛି। କେବଳ ରାଜ୍ୟରେ ନୁହେଁ, ଦେଶରେ ମଧ୍ୟ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। 10 ହଜାର ଅତିକ୍ରମ

ଡିସେମ୍ବର ସୁଦ୍ଧା ୫୫ଟି ବ୍ଲକରେ ବସଷ୍ଟାଣ୍ଡ ନିର୍ମାଣ କାର୍ଯ୍ୟକୁ ଶେଷ କରିବାକୁ ଟାର୍ଗେଟ:ସୁରେଶ ଚନ୍ଦ୍ର ମହାପାତ୍ର

ଡିସେମ୍ବର ସୁଦ୍ଧା ୫୫ଟି ବ୍ଲକରେ ବସଷ୍ଟାଣ୍ଡ ନିର୍ମାଣ କାର୍ଯ୍ୟକୁ ଶେଷ କରିବାକୁ ଟାର୍ଗେଟ ଦେଲେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । କାହିଁକିନା ଫେବ୍ରୁଆରି, ୨୦୧୮ରେ ରାଜ୍ୟ ସରକାର ଘୋଷଣା କରିଥିଲେ ୫୧ଟି ବ୍ଲକରେ ଅତ୍ୟାଧୁନି ବସଷ୍ଟାଣ୍ଡ ନିର୍ମାଣ ହେବ। ଏହାପରେ ଏଥିରେ ଆଉ ୪ଟି

ରାଷ୍ଟ୍ରପତି ନିର୍ବାଚନ :ପ୍ରାର୍ଥୀ ଚୟନ ପ୍ରସଙ୍ଗରେ ନବୀନଙ୍କ ସହ କଥାହେଲେ ରାଜନାଥ

ଆସନ୍ତା ମାସର ରାଷ୍ଟ୍ରପତି ନିର୍ବାଚ‌ନର ପାଇଁ ସହମତି ଭିତ୍ତି‌ରେ ପ୍ରାର୍ଥୀ ଚୟନ ଲାଗି ଶାସକ ଏନ୍‌ଡିଏ ଉଦ୍ୟମ ଆରମ୍ଭ କରିଛି । ଏଥିପାଇଁ ବିଜେପିର ବରିଷ୍ଠ ନେତା ତଥା ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ବିିଭିନ୍ନ ବିରୋଧୀ ଦଳର ନେତାମାନଙ୍କ ସହିତ ଆଲୋଚନା କରିଛନ୍ତି। ବିଜେଡି ସୁପ୍ରିମୋ

ପର୍ଯ୍ୟଟକଙ୍କ ପାଇଁ ଆଜି ଠାରୁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ

ପର୍ଯ୍ୟଟକଙ୍କ ପାଇଁ ଆଜି ଠାରୁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିବ । ବର୍ଷା ଋତୁ ଆସୁଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷା ପାଇଁ ବନ୍ଦ ରହିବ ଶିମିଳିପାଳ । ଉତ୍ତର ଶିମିଳିପାଳ ବନାଞ୍ଚଳ ବନଖଣ୍ଡ ଅଧିକାରୀଙ୍କ ପକ୍ଷରୁ ମିଳିଥିବି ସୂଚନା ଅନୁସାରେ ଆଜି ଠାରୁ ୪ ମାସ ପାଇଁ ଶିମିଳିପାଳ ପର୍ଯ୍ୟଟକଙ୍କ

ଉତ୍ତର ପ୍ରଦେଶରେ ବୁଲଡୋଜର କାର୍ଯ୍ୟାନୁଷ୍ଠାନ ବିରୋଧରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି

ଉତ୍ତର ପ୍ରଦେଶରେ ବୁଲଡୋଜର କାର୍ଯ୍ୟାନୁଷ୍ଠାନ ବିରୋଧରେ ମୁସଲିମ ସଂଗଠନ ଜମିୟତ୍ ଉଲେମା-ଇ-ହିନ୍ଦ ପକ୍ଷରୁ ଦାୟର ଆବେଦନ ଉପରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି ହେବ। ରାଜ୍ୟରେ ସମ୍ପ୍ରତି ହିଂସା ଘଟଣାରେ ଅଭିଯୁକ୍ତଙ୍କ ଘର ବୁଲଡୋଜର ଲଗାଇ ଭାଙ୍ଗିବା ବନ୍ଦ କରିବା ପାଇଁ ୟୁପି ସରକାରଙ୍କୁ

ଓଡିଶା ମୁହାଁ ମୌସୁମୀ

ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ଏହାର ପ୍ରାକ୍‌ ସଙ୍କେତ ଦେଲାଣି | ଫଳରେ ଆସନ୍ତା ୨୪ ଘଣ୍ଟା ଭିତରେ ଯେ କୌଣସି ସମୟରେ ମୌସୁମୀ ଓଡ଼ିଶା ମାଟି ଛୁଇଁବା ନେଇ ସମ୍ଭାବନା ଦେଖାଦେଲାଣି | ତେବେ ଚିନ୍ତାର ବିଷୟ ହେଲା, ଆରମ୍ଭରୁ ମୌସୁମୀ ଭଲ ବର୍ଷା ଦେବନି । ତୃତୀୟ ସପ୍ତାହ ବେଳକୁ ମୌସୁମୀ ପ୍ରବାହ

ଆଜି ୧୨ ଘଣ୍ଟିଆ ବାଲେଶ୍ୱର ସହର ବନ୍ଦ

ଆଜି ୧୨ ଘଣ୍ଟିଆ ବାଲେଶ୍ୱର ସହର ବନ୍ଦ | ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପ୍ରତିବାଦରେ ଦିଆଯାଇଛି ବନ୍ଦ ଡାକରା | ଆଜି ସକାଳ ୬ଟାରୁ ବିଭିନ୍ନ ସଂଗଠନ ପକ୍ଷରୁ ୧୨ ଘଣ୍ଟିଆ ବାଲେଶ୍ୱର ସହର ବନ୍ଦ ପାଳନ କରାଯାଉଛି। ଆଜି ସହରର ବିଭିନ୍ନ ଛକରେ ରାସ୍ତାବନ୍ଦ କରାଯାଇଥିବାର ଦେଖିବାକୁ ମିଳିଛି। ଏଣେ

ରାଷ୍ଟ୍ରପତି ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନ ପତ୍ର ଦାଖଲ କଲେ ୧୧ ଜଣ ପ୍ରାର୍ଥୀ

ରାଷ୍ଟ୍ରପତି ନିର୍ବାଚନ ପାଇଁ ନିର୍ବାଚନ ବିଗୁଲ ବାଜି ସାରିବା ପରେ ଏବେ ନାମାଙ୍କନ ଦାଖଲ ପକ୍ରିୟା ଆରମ୍ଭ ହୋଇଛି | ତେବେ ନାମାଙ୍କନ ଦାଖଲ କରିବାର ପ୍ରଥମ ଦିନରେ ୧୧ ଜଣ ପ୍ରାର୍ଥୀ ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ହେଲେ ଜଣେ ପ୍ରାର୍ଥୀଙ୍କ ପତ୍ର ଖାରଜ ହୋଇ ଯାଇଛି। ନାମାଙ୍କନ

ଅସୁସ୍ଥ ମହାପ୍ରଭୁ: ଶ୍ରୀବିଗ୍ରହଙ୍କ ନିକଟରେ ଲାଗି ହେଲା ଶୁକ୍ଳବସ୍ତ୍ର

ଜ୍ବରରେ କମ୍ପୁଛନ୍ତି ମହାପ୍ରଭୁ | ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଏବେ ଅଣସର ଘରେ ମହାପ୍ରଭୁ | ଭଗବାନଙ୍କ ଅସୁସ୍ଥତାରେ ଯେମିତି ଶ୍ରୀମନ୍ଦିରରେ ନିରବତା ଛାଇଯାଇଛି। ମହାପ୍ରଭୁଙ୍କ ସୁସ୍ଥତା ପାଇଁ ସେବକମାନେ ଦିନରାତି ଏକ କରି ଦେଇଛନ୍ତି। ଅସୁସ୍ଥ ଶ୍ରୀବିଗ୍ରହଙ୍କୁ ଦଇତାପତି

ପରୀକ୍ଷଣ ହେଲା ସ୍ୱଳ୍ପ ଦୂରଗାମୀ ବାଲେଷ୍ଟିକ ମିସାଇଲ ପୃଥିବୀ-୨

ପରୀକ୍ଷଣ ହେଲା ସ୍ୱଳ୍ପ ଦୂରଗାମୀ ବାଲେଷ୍ଟିକ ମିସାଇଲ ପୃଥିବୀ-୨ । ଭୂପୃଷ୍ଠରୁ ଭୂପୃଷ୍ଠକୁ ଲକ୍ଷ୍ୟଭେଦ କରିପାରୁଥିବା ମିସାଇଲ ପୃଥିବୀ-୨କୁ ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ ନମ୍ବର ଲଞ୍ଚପ୍ୟାଡରୁ ଉତକ୍ଷେପଣ କରାଯାଇଛି । ପୃଥିବୀ-୨ର ଲକ୍ଷ୍ୟଭେଦ କ୍ଷମତା ୨୫୦ରୁ ୩୦୦