ସମବାୟ ନିର୍ବାଚନ ପ୍ରସ୍ତୁତି : ବରିଷ୍ଠ ନେତାଙ୍କ ସହ ବିଜେଡି ସୁପ୍ରିମୋଙ୍କ ଆଲୋଚନା
ସମବାୟ ନିର୍ବାଚନ ନେଇ ବିଜେଡ଼ିର ଜୋରଦାର ପ୍ରସ୍ତୁତି । ଦଳର ବରିଷ୍ଠ ନେତୃତ୍ୱଙ୍କ ସହିତ ଭିଡିଓ କନଫରେନସିଂ ଜରିଆରେ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ । ସମବାୟ ନିର୍ବାଚନ ପରିଚାଳନା କରିବା ନେଇ ୭ ଜଣିଆ କମିଟି ଗଠନ କଲା ବିଜେଡି । କମିଟିରେ ଆବାହକ ପ୍ରତାପ ଦେବ ରହିଥିବା ବେଳେ ମନ୍ତ୍ରୀ!-->…
