୭ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ୪ ଦିନ ଅର୍ଥାତ୍ ଆସନ୍ତା ୭ତାରିଖ ଯାଏଁ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ!-->…
