Odia News Portal

ବିଜେବି କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା

ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ବିଜେବି କଲେଜ ଛାତ୍ରୀ ନିବାସରୁ ମିଳିଲା ଝୁଲନ୍ତା ମୃତଦେହ । ମୃତକ ଯୁକ୍ତ ୩ ପ୍ରତମ ବର୍ଷର କଳା ଛାତ୍ରୀ ହୋଇଥିବା ସୂଚନା । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ଆତ୍ମହତ୍ୟା କରିଥିବା ଆଲୋଚନା । ଘଟଣାସ୍ଥଳରେ ବରଗଡ ପୋଲିସ ପହଁଚି…

ପୁଣି ଭାଙ୍ଗିଲେ ରୋଷ ଘର ଚୁଲି

ଗୁଣ୍ଡିଚା ମନ୍ଦିର ରୋଷଘର ଚୁଲି ଭାଙ୍ଗିଥିବା ସୂଚନା । ୨୦ ରୁ ଅଧିକ ଚୁଲି ଦୁର୍ବୁତ୍ତ ଭାଙ୍ଗି ଦେଇଥିବା ସୂଚନା । କାଲି ରାତିରେ ରୋଷଘରେ ପଶି କେହି ଚୁଲି ଭାଙ୍ଗି ଦେଇଥିବା ଆଶଙ୍କା କରାଯାଉଛି । ଆଡପ ଅବଢା ରନ୍ଧା ପାଇଁ ପ୍ରସ୍ତୁତ ହୋଇଥିଲା ଚୁଲି ।ଚୁଲି ଭଙ୍ଗା ନେଇ ମହାସୁଆର ନିଯୋଗ…

ନୂପୁର ଶର୍ମା ପ୍ରସଙ୍ଗକୁ ନେଇ ବିଧାନସଭାରେ ବିଜେପି କଂଗ୍ରେସ ମୁହାଁମୁହିଁ

ନୂପୁର ଶର୍ମା ପ୍ରସଙ୍ଗକୁ ନେଇ ବିଧାନସଭାରେ ବିଜେପି-କଂଗ୍ରେସ ମୁହାଁମୁହିଁ । କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର , ବିରୋଧୀ ଉପନେତା ବିଷ୍ଣୁ ସେଠୀ ମୁହାଁମୁହିଁ । ଉଭୟ ଦଳ ମୁହାଁ ମୁହିଁ । ଗୃହରେ ନିଜ ନିଜର ଆସନରେ ଛିଡ଼ା ହୋଇ ନାରବାଜି କରିଥିଲେ କଂଗ୍ରେସ ଓ ବିଜେପିର ସଦସ୍ୟ ।…

ରାଜ୍ୟରେ ବଢ଼ିଛି କରୋନା ସଂକ୍ରମିତଙ୍କ ସଂଖ୍ୟା

ଆଜି କରୋନା ସଂକ୍ରମଣ ପୁଣି ବଢ଼ିଛି। ଗତକାଲି ୨୦୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୩୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୯୬ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ…

ଆଜିଠୁ ଆରମ୍ଭ ହେଉଛି ବିଧାନସଭା ଅଧିବେଶନ

ଆଜିଠୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ।ଅଧିବେଶନର ପ୍ରଥମ ପର୍ଯ୍ୟାୟ ଆଜିଠାରୁ ଜୁଲାଇ ୬ ତାରିଖ ଏବଂ ଦ୍ବିତୀୟ ପର୍ଯ୍ୟାୟ ଜୁଲାଇ ୧୩ ତାରିଖରୁ ଅଗଷ୍ଟ ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଅପରାହ୍ନରେ ପୂର୍ଣ୍ଣାଙ୍ଗ ବଜେଟ୍ ଆଗତ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ। କୋଭିଡ୍ କଟକଣା ଭିତରେ ୨ଟି…

ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ହେବେ ବିଜେପିର ଉପରାଷ୍ଟ୍ରପତି ପ୍ରାର୍ଥୀ

ରାଷ୍ଟ୍ରପତି ନିର୍ବାଚନ ପରେ ଏବେ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ବାଜି ସାରିଛି ନିର୍ବାଚନ ବିଗୁଲ । ବିଜେପି ଉପରାଷ୍ଟ୍ରପତି ପ୍ରାର୍ଥୀ ପାଇଁ ଖୁବ ଶୀଘ୍ର ଏକ ବଡ ନିଷ୍ପତ୍ତି ନେଇପାରେ | ତେବେ କିଏ ହେବ ବିଜେପିର ଉପରାଷ୍ଟ୍ରପତି ପ୍ରାର୍ଥୀ ସେନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଥିବା ବେଳେ, ଜାତୀୟ…

ଏପରି ଏକ ଜନଜାତି ଅଛି ମୃତ୍ୟୁ ପରେ ନିଜ ପ୍ରିୟଜନଙ୍କ ଶବ ଖାଆନ୍ତି

ଦୁନିଆରେ ଏପରି ଏକ ଜନଜାତି ଅଛି, ଯେଉଁଠାରେ ଲୋକମାନେ ନିଜ ପ୍ରିୟଜନଙ୍କ ମୃତ୍ୟୁ ପରେ ସେମାନଙ୍କର ଶବକୁ ଖାଆନ୍ତି । ଏହା ଅଜବ ଲାଗିଲେ ବି ସତ । ସାଧାରଣତଃ ମୃତ୍ୟୁ ପରେ ଶବକୁ ପୋତି ଦିଆଯାଏ କିମ୍ବା ପୋଡ଼ି ଦିଆଯାଏ, କିନ୍ତୁ ଏପରି ଏକ ଜନଜାତି ଅଛିି, ଯାହାର ଲୋକମାନେ ସେମାନଙ୍କର ପୁରୁଣା…

ଆସନ୍ତା ୪ ତାରିଖ ସୁଦ୍ଧା ଲଘୁଚାପ ସମ୍ଭାବନା

ଆସନ୍ତା ୪ ତାରିଖ ସୁଦ୍ଧା ରାଜ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଉତ୍ତର ଓଡ଼ିଶା ଓ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ତେବେ ଏନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ସେପଟେ ପୂରା ଜୁନ୍ ମାସରେ…

ଝୁଲନ୍ତା ଅବସ୍ଥାରେ ବାପ ପୁଅଙ୍କର ମୃତ ଦେହ ଉଦ୍ଧାର

କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଳକ ଅନ୍ତର୍ଗତ ନୟାକୋଟ ଥାନା ବାଂଶପାଳ ଗାଁରେ ବାପ ପୁଅଙ୍କର ଘର ନିକଟସ୍ଥ ଜଙ୍ଗଲରେ ଥିବା ଏକ ଗଛରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି । ମୃତକ ଜଣଙ୍କ ହେଲେ କେନ୍ଦୁଝର ଜିଲ୍ଲା ବାଂଶପାଳ ରଜାବନ୍ଧ ମୁଣ୍ଡା ସାହିର ଶୁକ୍ରା ମୁଣ୍ଡା ଓ ତାଙ୍କ ପୁଅ ଶଙ୍କର…

ତିନି ଠାକୁରଙ୍କୁ ଦର୍ଶନ କଲେ ଜଗଦଗୁରୁ ଶଙ୍କରାଚାର୍ଯ୍ୟ

ଦୀର୍ଘ ଦୁଇ ବର୍ଷର ବ୍ୟବଧାନ ପରେ ଆଜି ଭକ୍ତଙ୍କୁ ଦର୍ଶନ ଦେବା ପାଇଁ ଶ୍ରୀମନ୍ଦିରରୁ ବାହାରକୁ ଆସିଛନ୍ତି ମହାପ୍ରଭୁ । ଏହା ମଧ୍ୟରେ ପହଣ୍ଡି ବିଜେ ପରେ ରଥାରୂଢ଼ ତିନି ଠାକୁରଙ୍କୁ ଦର୍ଶନ କଲେ ଜଗଦଗୁରୁ ଶଙ୍କରାଚାର୍ଯ୍ୟ ।ପ୍ରଭୁ ଶ୍ରୀ ବଳଭଦ୍ର, ମା’ ସୁଭଦ୍ରା ଓ ଜଗନ୍ନାଥଙ୍କ ଦର୍ଶନ ଲାଭ…