ବଡ଼ଦାଣ୍ଡରେ ରଥଯାତ୍ରାରେ ଦେଖୁଛନ୍ତି ମୁଖ୍ୟମନ୍ତ୍ରୀ
ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ତେବେ ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ ପୁରୀ ଯାଇ ରଥଯାତ୍ରା ଦେଖୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବଡ଼ଦାଣ୍ଡରେ ରଥଯାତ୍ରାରେ ଦେଖୁଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟପାଳ ପ୍ରଫେସର!-->…
