ଜୁଲାଇ ୨ ତାରିଖରୁ ଆରମ୍ଭ ହେବ ବିଧାନସଭା ମୌସୁମୀ ଅଧିବେଶନ
ଆସନ୍ତା ଜୁଲାଇ ୨ ତାରିଖରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭା ମୌସୁମୀ ଅଧିବେଶନ । ତେବେ ମୌସୁମୀ ଆରମ୍ଭ ସମୟରେ ଯାନବାହନ ଚଳାଚଳ ଉପରେ କଟକଣା ଲାଗିବ । ଓଡ଼ିଶା ସହରାଞ୍ଚଳ ଆଇନ ୨୦୦୩ ଧାରା ଅନୁଯାୟୀ ଏହି କଟକଣା କରାଯାଇଛି।
ବିଧାନସଭାକୁ ସଂଲଗ୍ନ କରୁଥିବା ରାସ୍ତା ଉପରେ ଆସନ୍ତା ଜୁଲାଇ!-->!-->!-->…
