ଆଜି ମହାପ୍ରଭୁଙ୍କ ନବଯୌବନ ଦର୍ଶନ
ଗତ ଦୁଇବର୍ଷ ପରେ ଆସନ୍ତାକାଲି ନବଯୌବନ ରୂପରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ୧୫ ଦିନର ଅନବସର ପରେ ମହାପ୍ରଭୁ ଏବେ ସୁସ୍ଥ ହୋଇଛନ୍ତି । ନବଯୌବନ ଦର୍ଶନ ପାଇଁ ଜିଲ୍ଲା ପ୍ରଶାସନ ଓ ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ଆୟୋଜନ କରାଯାଇଛି । ସକାଳ ୮ଟାରୁ ୯ଟା ପର୍ଯ୍ୟନ୍ତ ପରିମାଣିକ!-->…
