ଯୁବତୀଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ କରି ଯୁବକ ଗିରଫ
ରାୟଗଡା ଜିଲ୍ଲା ଟିକିରି ଅଞ୍ଚଳର ଜଣେ ଯୁବତିଙ୍କୁ ଅପହରଣ କରି ଦୁଷ୍କର୍ମ କରିଥିବା ସହ ତାର ଅଶ୍ଲୀଳ ଭିଡିଓ ଭାଇରାଲ କରିବା ଅଭିଯୋଗରେ ହୋଇଛି। ଏହି ମାମଲାରେ କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ଥାନା ପୋଲିସା ଜଣେ ଅଭିଯୁକ୍ତକୁ ଗିରଫ କରିଛି। ଥାନାରେ ପଚରା ଉଚରା ପରେ ଯୁବକଙ୍କୁ କୋର୍ଟ୍ ଚାଲାଣ!-->…
