Odia News Portal

ପାଠ ପଢ଼ିବା ପାଇଁ ପାକିସ୍ତାନ ନ ଯିବାକୁ ଡ଼ାକ୍ତରୀ ଛାତ୍ରଙ୍କୁ ପରାମର୍ଶ

ଭାରତୀୟ ମେଡିକାଲ ଛାତ୍ରମାନଙ୍କ ପାଇଁ ନ୍ୟାସନାଲ ମେଡିକାଲ କମିଶନ (ଏନଏମସି) ଏବଂ ଡେଣ୍ଟାଲ କାଉନସିଲ ଅଫ୍ ଇଣ୍ଡିଆ (ଡିସିଆଇ) ଏକ ଗୁରୁତ୍ୱପୂର୍ଣ୍ଣ ଆଡଭାଇଜରି ଜାରି କରିଛନ୍ତି । ଏଥିରେ ପାଠ ପଢ଼ିବା ପାଇଁ ପାକିସ୍ତାନ ନ ଯିବାକୁ ପରାମର୍ଶ ଦିଆଯାଇଛି । ଯଦି କୌଣସି ଛାତ୍ରଛାତ୍ରୀ ପାକିସ୍ତାନ

ସହିଦ୍ ଓଡ଼ିଆ ଯବାନଙ୍କ ପରିବାରଙ୍କୁ ଅନୁକମ୍ପାମୂଳକ ସହାୟତା ରାଶି ୧୦ ଲକ୍ଷକୁ ବୃଦ୍ଧି କଲେ ନବୀନ

ଯୁଦ୍ଧ ତଥା ଉଗ୍ରବାଦର ମୁକାବିଲା ସମୟରେ ବୀରଗତି ପ୍ରାପ୍ତ ହେଉଥିବା ସହିଦ୍ ଓଡ଼ିଆ ଯବାନମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ସହାୟତା ରାଶି ପରିମାଣକୁ ପାଞ୍ଚ ଲକ୍ଷ ଟଙ୍କା ରୁ ଦଶ ଲକ୍ଷ ଟଙ୍କାକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ନିର୍ଦେଶ ଦେଇଛନ୍ତି । ସୂଚନାଯୋଗ୍ୟଯେ

ରେପୋ ରେଟ୍ ବଢ଼ାଇଲା ରିଜର୍ଭ ବ୍ୟାଙ୍କ, ମହଙ୍ଗା ହୋଇପାରେ ଋଣ

ରିଜର୍ଭ ବ୍ୟାଙ୍କ ରେପୋ ରେଟ୍ ବୃଦ୍ଧି କରିଛି । ରେପୋ ରେଟ୍ ଋ ୪୦ ବେସିସ୍ ପଏଣ୍ଟ୍ ବଢ଼ାଇଛି ଆରବିଆଇ । ଆରବିଆଇର ଏହି ନିଷ୍ପତ୍ତି ପଛରେ ଥିବା ଉଦ୍ଦେଶ୍ୟ ହେଉଛି ମୁଦ୍ରାସ୍ଫୀତି ହ୍ରାସ କରିବା | ଆରବିଆଇର ଏହି ନିଷ୍ପତ୍ତି ସହିତ ବର୍ତ୍ତମାନ ରେପୋ ୪.୪୦ ପ୍ରତିଶତକୁ ବୃଦ୍ଧି ପାଇଛି | ଆରବିଆଇର

ନିଲାମ ହେବ ବିଶ୍ୱର ସବୁଠାରୁ ବଡ ମଦ ବୋତଲ

ଚଳିତ ମାସ ନିଲାମ ହେବ ବିଶ୍ୱର ସର୍ବବୃହତ ସ୍କଚ୍ ହ୍ୱିସ୍କି ବୋତଲ । ୩୧୧ ଲିଟର ହ୍ୱିସ୍କି ଧାରଣ କ୍ଷମତା ଏହାର ରହିଛି । ଏଇଟି ୩୨ ବର୍ଷ ପୁରୁଣା ମ୍ୟାକାଲାନ୍ ହ୍ୱିସ୍କି । ବୋତଲଟି ଇଣ୍ଟ୍ରିପିଡ୍ ନାମରେ ପରିଚିତି । ଏହାର ଉଚ୍ଚତା ୫.୧୧ ଫୁଟ । ଆସନ୍ତା ମାସ ୨୫ ତାରିଖରେ ଏଡିନ୍ବର୍ଗ ସ୍ଥିତ

ବାତ୍ୟା ଭୟ : ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ନ ରଖିବାକୁ ରାଜ୍ୟ ସରକାରଙ୍କ ପରାମର୍ଶ

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଅଯଥା ଅତ୍ୟାବଶ୍ୟକ ଜିନିଷ ବହୁ ମାତ୍ରାରେ କ୍ରୟ କରି ମହଜୁଦ ନ ରଖିବାକୁ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପରାମର୍ଶ ଦେଇଛନ୍ତି । କଳାବଜାରୀ ଓ ଅସାଧୁ ବ୍ୟବସାୟୀଙ୍କ ଉପରେ ତୀକ୍ଷଣ ନଜର ରଖାଯାଉଅଛି ଏବଂ ଆବଶ୍ୟକ ସ୍ଥଳେ ଶକ୍ତ

ଆଣ୍ଡମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଦକ୍ଷିଣ ଆଣ୍ଡାମାନ ସାଗର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ସକାଳ ୫ଟା ୩୦ମିନିଟରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ବାୟୁମଣ୍ଡଳ ମଧ୍ୟ ଭାଗ ଯାଏଁ ବ୍ୟାପିଛି ଘୂର୍ଣ୍ଣିବଳୟ । ୬ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା

ଅଗ୍ନିଶମ କର୍ମଚାରୀ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଆଜି ଆନ୍ତର୍ଜାତିକ ଅଗ୍ନିଶମ କର୍ମଚାରୀ ଦିବସ। ଏହି ଅବସରରେ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଗ୍ନିଶମ କର୍ମଚାରୀମାନେ ଜୀବନକୁ ବାଜି ଲଗାଇ ମୂଲ୍ୟବାନ ଆମ ଜୀବନ, ସଂପତ୍ତି ଓ ସଂପ୍ରଦାୟର ସୁରକ୍ଷା ପାଇଁ ଉତ୍ସର୍ଗୀକୃତ ହୋଇ କାର୍ଯ୍ୟ କରନ୍ତି । ଆଜି ଆନ୍ତର୍ଜାତିକ

ଆଜି ରାଜ୍ୟର ୨୦ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା

ରାଜ୍ୟର ୨୦ଟି ଜିଲ୍ଲାରେ ଆଜି କାଳବୈଶାଖୀ ବର୍ଷା ପାଇଁ ୨୦ ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମାଲକାନଗିରି, ରାୟଗଡା, କୋରାପୁଟ, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ, ଅନୁଗୁଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା,

ବ୍ରଜରାଜନଗର ଉପନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି

ବ୍ରଜରାଜନଗର ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି । ଉପନିର୍ବାଚନ ପାଇଁ ଆଜିଠାରୁ ୧୧ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ କରିପାରିବେ ପ୍ରାର୍ଥୀ । ମେ’ ୧୨ରେ ପ୍ରାର୍ଥୀପତ୍ର ଯାଞ୍ଚ ହେବା ପରେ ୧୭ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବାର ସୁଯୋଗ ରହିବ ।

ଆଜିଠୁ ରାଜ୍ୟରେ ମହିଳା ବିଜ୍‌ନେସ୍‌ ମେଳା ଆରମ୍ଭ: ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଆଜିଠୁ ରାଜ୍ୟରେ ଆରମ୍ଭ ମହିଳା ବିଜ୍‌ନେସ୍‌ ମେଳା । ୫ ଦିନ ଧରି ଚାଲିବ ଏହି ମେଳା |ତେବେ ଆରମ୍ଭ ହେବାକୁ ଥିବା ଏହି ମେଳାକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଇଣ୍ଡିଆନ ଚାମ୍ବର ଅଫ କମର୍ସ(ICC) ମହିଳା ଉଦ୍ୟୋଗ ପରିଷଦ(IWEC) ଓଡ଼ିଶା ପକ୍ଷରୁ ଏହି ମେଳା ଆୟୋଜନ କରାଯାଉଛି ।