ରାଇମୋହନଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ପରଲୋକରେ ବରିଷ୍ଠ ଅଭିନେତା ରାଇମୋହନ ପରିଡ଼ା । ଓଲିଉଡ ଜଗତକୁ ଶକ୍ତ ଝଟକା ଲାଗିଛି । ତେବେ କେଉଁ କାରଣ ପାଇଁ ଆତ୍ମହତ୍ୟା କଲେ ତାହା ଏପର୍ୟ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ରାଇମୋହନଙ୍କ ମୃତ୍ୟୁ ପରେ ଚାରିଆଡ଼େ ଖେଳିଯାଇଛି ଶୋକର ଛାୟା । ବରିଷ୍ଠ ଅଭିନେତା ରାଇମୋହନଙ୍କ ମୃତ୍ୟୁ ପରେ ଶୋକ!-->…
