ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ୧୨ଟି ୟୁରୋପୀୟ ଦେଶର ପ୍ରବାସୀ ଓଡ଼ିଆ
ଇଟାଲୀ
ରାଜଧାନୀ ରୋମରେ ୟୁରୋପରେ ରହୁଥିବା ପ୍ରବାସୀ ଓଡ଼ିଆଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧୨ଟି ୟୁରୋପୀୟ ଦେଶରୁ ପ୍ରବାସୀ ଓଡ଼ିଆ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି । ରାଜ୍ୟର ବିଭିନ୍ନ ପ୍ରସଙ୍ଗ ଓ ବିକାଶ ନେଇ ପ୍ରବାସୀ ଓଡ଼ିଆମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା!-->…
