କରୋନା ଟିକା ନେବାକୁ କାହାକୁ ବାଧ୍ୟ କରାଯାଇ ପାରିବ ନାହିଁ: ସୁପ୍ରିମକୋର୍ଟ
କରୋନା ଟିକାକରଣ ସମ୍ପର୍କରେ ସୁପ୍ରିମକୋର୍ଟ ଶୁଣାଇଛନ୍ତି ବଡ଼ ନିଷ୍ପତ୍ତି । ସୁପ୍ରିମକୋର୍ଟ କହିଛନ୍ତି ଯେ ଟିକା ନେବାକୁ କାହାକୁ ବାଧ୍ୟ କରାଯାଇ ପାରିବ ନାହିଁ। ଯେଉଁମାନେ କରୋନା ଟିକା ନେଇ ନାହାଁନ୍ତି, ସେମାନଙ୍କ ସର୍ବସାଧାରଣ ସ୍ଥାନକୁ ଯିବା ଉପରେ କଟକଣା ଲଗାଇବା ଅନୁଚିତ ବୋଲି!-->…
