ରାଷ୍ଟ୍ରପତି ନିର୍ବାଚନ: ନାମାଙ୍କନ ପତ୍ରରେ ଦସ୍ତଖତ କରିବେ ବିଜେଡିର ୨ ମନ୍ତ୍ରୀ
ରାଷ୍ଟ୍ରପତି ନିର୍ବାଚନକୁ ନେଇ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ନାଁ ଘୋଷଣା ହୋଇଛି । ଆସନ୍ତାକାଲି ନାମାଙ୍କନ ପତ୍ର ଦାଖଲ କାର୍ଯ୍ୟକ୍ରମରେ ଯୋଗଦେବେ । ଟୁଇଟ୍ କରି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ଏହାରି ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା!-->…
