ରାଜଧାନୀରେ ପୁଣି ଏକ ହତ୍ୟାକାଣ୍ଡ
ରାଜଧାନୀରେ ପୁଣି ଏକ ହତ୍ୟାକାଣ୍ଡ । ଭୁବନେଶ୍ୱରରେ ପୁଣି ସ୍ୱାମୀ ସାଜିଲା ସଇତାନ । ସ୍ତ୍ରୀକୁ ପିଟିପିଟି ହତ୍ୟା କଲା ସ୍ୱାମୀ । ହତ୍ୟା ପରେ ଆତ୍ମହତ୍ୟା ରୂପ ଦେଇଥିଲା ହତ୍ୟାକାରୀ ସ୍ୱାମୀ । ଏମିତି ଏକ ଅଭାବନୀୟ ଘଟଣା ଘଟିଛି ସହିଦନଗର ଥାନା ବାସୁଆଘାଇ ଅଞ୍ଚଳରେ । ମୃତକ ହେଲେ ଲିଲତି ଦାଶ ।!-->…
