ମାସ୍କ ପିନ୍ଧନ୍ତୁ ସାମାଜିକ ଦୂରତା ରଖନ୍ତୁ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ
ରାଜ୍ୟରେ ବର୍ତ୍ତମାନ କୋଭିଡ ସ୍ଥିତି ଆୟତ୍ତ୍ୱ ହେବାରେ ଲାଗିଛି । ଏହା ମଧ୍ୟରେ ରାଜ୍ୟରେ କୋଭିଡ ସ୍ଥିତି ନେଇ ଜନସ୍ୱାସ୍ଥ୍ୟ ନିର୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଏବେ ଆମେ ପାଣ୍ଡେମେସିଟିରୁ ଏଣ୍ଡେମେସିଟି ଆଡ଼କୁ ଯାଉଛେ। ଏହା ଭିତରେ ଏମିତି ଗୋଟେ!-->…
