ବରମୁଣ୍ଟା ବସଷ୍ଟାଣ୍ଡରେ ହଣାକଟା,ଡ୍ରାଇଭର ଓ କଣ୍ଡକ୍ଟର ଲହୁଲୁହାଣ
ବରମୁଣ୍ଡା ନୂଆ ବସଷ୍ଟାଣ୍ଡରେ ଡ୍ରାଇଭର ଓ କଣ୍ଡକ୍ଟର ହଣାକଟା ହୋଇଛନ୍ତି । ପୋଲିସ ସାମ୍ନାରେ ହାଣି ରକ୍ତାକ୍ତ କଲେ । ରକ୍ତ ଜୁଡୁବୁଡୁ ହୋଇ ଡ୍ରାଇଭର ଓ କଣ୍ଡକ୍ଟର ବସ ଷ୍ଟାଣ୍ଡ ସାରା ଦୌଡ଼ିଲେ ।ଘଟଣାସ୍ଥଳରେ ଭରତପୁର ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ଖବର ଅନୁଯାୟୀ,!-->!-->!-->…
