ଉତ୍ତର ବଙ୍ଗୋପସାଗରରେ ପୁଣି ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା
ସରିନି ବର୍ଷା ବିତ୍ପାତ। ଗଭୀର ଅବପାତ ଦାଉ ସାଧିବା ପରେ ପୁଣି ଆସୁଛି ଆଉ ଏକ ଲଘୁଚାପ। ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବା ଆଶଙ୍କା। ଅକ୍ଟୋବର ୯ ବେଳକୁ ଉତ୍ତର ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ କିମ୍ବା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଆକଳନ କରିଛି…
