ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସାରସ୍ୱତ ସାଧିକା ନନ୍ଦିନୀ ଶତପଥୀଙ୍କ ଆଜି ଜୟନ୍ତୀ । ଏହି ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଆ ସାହିତ୍ୟ ଜଗତରେ ନିଜ ସୃଜନସୃଷ୍ଟି ସହ ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ଭାବେ ରାଜ୍ୟର ପ୍ରଗତି ତଥା!-->…
