Odia News Portal

ଆଗକୁ ଆକ୍ସନ ଫିଲ୍ମର ନିର୍ଦ୍ଦେଶନା ଦେବେ କରଣ ଜୋହର, ଜନ୍ମଦିନରେ କଲେ ଖୁଲାସା

ବଲିଉଡ ଇଣ୍ଡଷ୍ଟ୍ରିର ଜଣାଶୁଣା ଫିଲ୍ମମେକର, ଡ଼ାଇରେକ୍ଟର,ଆକ୍ଟର ତଥା ଲେଖକ କରଣ ଜୋହର ନିଜ ୫୦ତମ ଜନ୍ମ ଦିନ ଆଜି ଅର୍ଥାତ ମେ ୨୫ ତାରିଖରେ ପାଳନ କରିଛନ୍ତି । ଆଉ ଆଜିର ଦିନରେ କରଣ ଜୋହର ଏକ ବିଶେଷ ପାର୍ଟିର ମଧ୍ୟ ଆୟୋଜନ କରିଛନ୍ତି । ଯେଉଁଥିରେ ଇଣ୍ଡଷ୍ଟ୍ରିର ଜଣାଶୁଣା ସେଲିବ୍ରିଟି ମାନେ

ରାଜଧାନୀରେ ପୁଣି ବୁଲିଲା ଖଣ୍ଡା,ବଡ଼ ଭାଇକୁ ଗୋଡେଇ ଗୋଡେଇ ହାଣିଲା ସାନ ଭାଇ

ଓଲ୍ଡଟାଉନ ଅଞ୍ଚଳ ପୁଣି ବୁଲିଲା ଖଣ୍ଡା। ଦିନ ଦ୍ୱିପହରରେ ଭାଇକୁ ଭାଇର ଆକ୍ରମଣ ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲା । ଜମି ବାଡ଼ି ବିବାଦକୁ କେନ୍ଦ୍ର କରି ପୋଲିସ ଉପସ୍ଥିତିରେ ବଡ଼ ଭାଇକୁ ଗୋଡେଇ ଗୋଡେଇ ହାଣିଲା ସାନ ଭାଇ। ଏନେଇ ଥାନାରେ ଏତଲା ହୋଇଛି । ଘଟଣାରେ ପୋଲିସ ମାଡ଼ ଖାଇ

ଏଚଏଫଏମଡି ରୋଗ ନେଇ ସ୍ୱାସ୍ଥ୍ୟ ବିଭାଗ ସତର୍କ

ରାଜ୍ୟରେ ୨୬ ଜଣ ହ୍ୟାଣ୍ଡ, ଫୁଟ୍, ମାଉଥ୍ ବା ଏଚଏଫଏମଡି ରୋଗୀ ଚିହ୍ନଟ ହେବା ପରେ ସତର୍କ ହୋଇଛି ସ୍ୱାସ୍ଥ୍ୟ ବିଭାଗ । କଟକ, ଖୋର୍ଦ୍ଧା, ପୁରୀ ଓ କ୍ୟାପିଟାଲ ହସ୍ପିଟାଲର ନିର୍ଦ୍ଦେଶକଙ୍କୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଚିଠି ଲେଖାଯାଇଛି । ଆରଏମ୍ଆରସିକୁ ସଂଦିଗ୍ଧଙ୍କ ନମୁନାର ଫଳାଫଳ ଓ

ସ୍କୁଲରେ ଗୁଳିକାଣ୍ଡ,୧୯ ଛାତ୍ର ମୃତ

ଆମେରିକା ଟେକ୍ସାସରେ ଏକ ପ୍ରାଇମେରୀ ସ୍କୁଲରେ ଗୁଳିକାଣ୍ଡ । ଜଣେ ୧୮ ବର୍ଷର ଯୁବକ ହଠାତ ସ୍କୁଲ ଭିତରକୁ ବନ୍ଧୁକ ଧରି ପ୍ରବେଶ କରି ଗୁଳି ଚଳାଇଥିଲା । ଏଥିରେ ୧୯ ଜଣଙ୍କ ଛାତ୍ରଙ୍କ ସହ ୨୩ ଜଣଙ୍କର ମୃତ୍ୟୁ ହୋଇଛି । ଏଥିରେ ଦୁଇ ଜଣ ସ୍କୁଲ ଶିକ୍ଷକ ଅଛନ୍ତି । ଆମେରିକା ଟେକ୍ସାସର ଗଭର୍ଣ୍ଣର

ବିକାଶ ନାମରେ ତପସ୍ଥଳୀକୁ ଭୋଗସ୍ଥଳୀ କରିବା ଉଚିତ ନୁହେଁ: ଜଗତଗୁର ଶଙ୍କରାଚାର୍ଯ୍ୟ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ସାରା ରାଜ୍ୟରେ ବିବାଦ ବଢ଼ିବାରେ ଲାଗିଛି । ଏହା ମଧ୍ୟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିବାଦ ଗତକାଲି ସବୁ ବର୍ଗର ଲୋକଙ୍କ ସହ ଆଲୋଚନା ପରେ ଆଜି ନିଜର ସ୍ପଷ୍ଟ ମତ ରଖିଛନ୍ତି ଜଗତଗୁରୁ ଶଙ୍କରାଚାର‌୍ୟ୍ୟ। ସେ କହିଛନ୍ତି ଯେ ‘ପୁରୀରେ ବିକାଶ

ସାମାଜିକ ଗଣମାଧ୍ୟମରେ ମୋ ଛବି ଖରାପ କରିବାକୁ ଉଦ୍ୟମ କରୁଛନ୍ତି ଅନୁଭବ: କଟକ ସାଇବର ଥାନାରେ ବର୍ଷାଙ୍କ ଏତଲା

ଅଭିନେତା ତଥା ସାଂସଦ ଅନୁଭବ ଓ ବର୍ଷାଙ୍କ ମଧ୍ୟରେ ବିବାଦ ଏବେ ଉଗ୍ର ରୂପ ଧାରଣ କରିଛି | ଅନୁଭବ ଗୋଟିଏ ପରେ ଗୋଟିଏ ଭିଡିଓ କରି ବର୍ଷକୁ ଟାର୍ଗେଟ କରୁଥିବା ବେଳେ, ସେପଟେ ବର୍ଷା ଆଇନ ର ସାହାଯ୍ୟ ନେଇଛନ୍ତି | ଅନୁଭବଙ୍କ ବିରୋଧରେ ପୁଣି ଆଉ ଏକ ଏତଲା ଦେଲେ ଦେଇଛନ୍ତି ବର୍ଷା। କଟକ ସାଇବର

ରଥଯାତ୍ରା ଭିତରେ ସରିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ: ଜୟନ୍ତ ଷଡଙ୍ଗୀ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ବିବାଦ ବଢ଼ିବାରେ ଲାଗିଛି । ଏହା ମଧ୍ୟରେ ପୁଣିଥରେ ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ପରିକ୍ରମା ପ୍ରକଳ୍ପକୁ ନେଇ ବଡ଼ ବୟାନ ଦେଇଥିବାର ଦେଖିବାକୁ ମିଳିଛି । ତେବେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର‌୍ୟ୍ୟ ପ୍ରସଙ୍ଗ। ଜଗଦଗୁରୁ

କଂଗ୍ରେସ ଛାଡ଼ିଲେ କପିଲ ସିବଲ

କଂଗ୍ରେସକୁ ପୁଣି ଏକ ବଡ଼ ଝଟକା । ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ କପିଲ ସିବଲ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି । ସମାଜବାଦୀ ପାର୍ଟି ପ୍ରାର୍ଥୀ ଭାବେ ରାଜ୍ୟସଭା ନିର୍ବାଚନ ପାଇଁ ବୁଧବାର ନାମାଙ୍କନ ପତ୍ର ଦାଖଲ କରିବା ପରେ ସେ ଏହା ସ୍ପଷ୍ଟ କରିଛନ୍ତି । ସିବଲ କହିଛନ୍ତି ଯେ

ହୀରାକୁଦରୁ ଛଡ଼ାଯିବ ପ୍ରଥମ ବନ୍ୟାଜଳ

ହୀରାକୁଦରୁ ଛଡ଼ାଯିବ ପ୍ରଥମ ବନ୍ୟାଜଳ। ତଳ ମୁଣ୍ଡର ୧୨ ଜିଲ୍ଲାକୁ ହୀରାକୁଦ ଜଳଭଣ୍ଡାର ପକ୍ଷରୁ ସତର୍କ ସୂଚନା ଜାରି। ମୌସୁମୀ ପାଖେଇ ଆସୁଥିବା ବେଳେ ଆସନ୍ତା ଜୁନ୍ ୧ ତାରିଖରୁ ଅକ୍ଟୋବର ୩୧ ମଧ୍ୟରେ ଯେକୌଣସି ମୂହୁର୍ତ୍ତରେ ବନ୍ୟାଜଳ ଛଡ଼ାଯିବ ବୋଲି ଡ୍ୟାମ୍ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

ଶସ୍ତା ହେବ ସୋୟାବିନ୍ ଓ ସୂର୍ଯ୍ୟମୁଖି ତେଲ

ଶସ୍ତା ହେବ ଖାଇବା ତେଲ । ଭାରତୀୟ ବଜାରରେ ଶସ୍ତା ହେବ ସୋୟାବିନ୍ ଓ ସୂର୍ଯ୍ୟମୁଖି ତେଲ । ସୋୟାବିନ୍ ଓ ସୂର୍ଯ୍ୟମୁଖି ତେଲର ଡ୍ୟୁଟି ମୁକ୍ତ ଆମଦାନୀକୁ କେନ୍ଦ୍ର ଅନୁମତି ଦେଇଛି । ବାର୍ଷିକ ୨୦ ଲକ୍ଷ ମେଟ୍ରିକ ଟନ୍ ଅଶୋଧିତ ସୋୟାବିନ୍ ଓ ସୂର୍ଯ୍ୟମୁଖୀ ଆମଦାନୀକୁ ଅନୁମତି ଦେଇଛନ୍ତି କେନ୍ଦ୍ର