ମୋ ସ୍କୁଲ ଅଭିଯାନ : ଖରାଛୁଟିରେ ଆୟୋଜନ ହେବ ବିଭିନ୍ନ ଶିକ୍ଷଣୀୟ କାର୍ଯ୍ୟକ୍ରମ
କୋଭିଡ ମହାମାରୀ ଯୋଗୁ ଛାତ୍ରଛାତ୍ରୀମାନଙ୍କ ପାଠପଢ଼ାରେ ବାଧା ସୃଷ୍ଟି ହୋଇଥିଲା । ତା’ର ଭରଣା କରିବା ପାଇଁ ଏଥର ବିଭିନ୍ନ ଶିକ୍ଷଣୀୟ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଖରାଛୁଟି ବେଳେ ପ୍ରଥମରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କ ପାଇଁ ବିଭିନ୍ନ ଶିକ୍ଷଣୀୟ କାର୍ଯ୍ୟକ୍ରମ ସ୍କୁଲଗୁଡ଼ିକରେ!-->…
