ଟିଉସନରୁ ଫେରିବା ସମୟରେ ହାଇୱା ଧକ୍କାରେ ଚାଲିଗଲା ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କ ଜୀବନ
କେନ୍ଦ୍ରାପଡ଼ା ଜିଲ୍ଲାର ଦାନପୁର ରାସ୍ତାର ଝିଙ୍କଡି ହାଟବାଣପୁର ଛକରେ ଘଟିଛି ଅଘଟଣ । ହାଇୱା ଧକ୍କାରେ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ଆଜି ସକାଳେ ଏହି ଅଘଟଣ ଘଟିଛି । ମୃତ ଛାତ୍ରୀ ହେଉଛନ୍ତି ଡେରାବିଶ ବ୍ଲକ୍ ଅନ୍ତର୍ଗତ ବସପୁରର ସୁବାସ ଲେଙ୍କାଙ୍କ ଝିଅ ଲକ୍ଷ୍ମୀପ୍ରିୟା!-->…
