ଆଜିଠାରୁ ସମସ୍ତ ବ୍ୟକ୍ତିଙ୍କୁ ମିଳିବ ବୁଷ୍ଟର ଡୋଜ୍
ଆଜି ଠାରୁ ଦେଶରେ ୧୮ ବର୍ଷରୁ ସମସ୍ତ ବ୍ୟକ୍ତିଙ୍କୁ ପ୍ରିକସନ ବା ବୁଷ୍ଟର ଡୋଜ୍ ମିଳିବ | ଶୁକ୍ରବାର କେନ୍ଦ୍ର ସରକାର ଏ ସମ୍ପର୍କରେ ଘୋଷଣା କରିଥିଲେ। ଭାରତରେ କରୋନାର ଏକ୍ସଇ ଭାରିଆଣ୍ଟ ଚିହ୍ନଟ ହେବା ପରେ ସମସ୍ତଙ୍କୁ ବୁଷ୍ଟର ଡୋଜ୍ ଦେବାକୁ ସରକାର ନିଷ୍ପତ୍ତି ନେଇଛନ୍ତି | ଏହା ପୂର୍ବରୁ!-->…
