ଆଜି ବ୍ରହ୍ମପୁର ମହାନଗର ନିଗମ ଡେପୁଟି ମେୟର ନିର୍ବାଚନ
ଆଜି ବ୍ରହ୍ମପୁର ମହାନଗର ନିଗମର ଡେପୁଟି ମେୟର ପାଇଁ ନିର୍ବାଚନ ହେବ। ସଂଖ୍ୟା ବିଜେଡି ସପକ୍ଷରେ ଥିବାରୁ ଦଳ ହାତରେ ହିଁ ଏହି ପଦ ରହିବ ବୋଲି ଚର୍ଚ୍ଚା ହେଉଛି। ୪୨ଟି ଓ୍ୱାର୍ଡ ମଧ୍ୟରୁ ୩୦ଟି ଓ୍ୱାର୍ଡରେ ବିଜେଡି କର୍ପୋରେଟର ଜିତିଛନ୍ତି। ବିଜେପିର ୭ ଜଣ ଓ ୪ ଜଣ ସ୍ୱାଧୀନ କର୍ପୋରେଟର!-->…
