ଛତୁ ଓ ଲେମ୍ବୁ ଉତ୍ପାଦନରେ ଓଡିଶା ୧ ନମ୍ବର ରାଜ୍ୟ
ଛତୁ ଓ ଲେମ୍ବୁ ଉତ୍ପାଦନରେ ଓଡିଶା ୧ ନମ୍ବର ରାଜ୍ୟ ହୋଇଛି ଓ ବାଇଗଣରେ ଦୁଇ ନମ୍ବରରେ ରହିଛି । ସେହିପରି ଚାଉଳ ଉତ୍ପାଦନରେ ବଳକା ରାଜ୍ୟ ଓଡିଶା ଚତୁର୍ଥ ସ୍ଥାନରେ ରହିଛି । ବିଦେଶକୁ ୭୦୦ ମେଟ୍ରିକ ଟନ ଚାଉଳ ପଠା ଯାଉଥିବା ବେଳେ ଆଗକୁ ୧ ହଜାର ମେଟ୍ରିକ ଟନ ଚାଉଳ ପଠାଇବାକୁ ଲକ୍ଷ୍ୟ!-->…
