ଅନୁଭବଙ୍କ ନାଁରେ ଏତଲା
ବର୍ଷା-ଅନୁଭବ ପାରିବାରିକ ବିବାଦ ମାମଲା ଏବେ ପୁଣି ଦାଣ୍ଡରେ । ଦିନକୁ ଦିନ ତିକ୍ତ ହେଉଛି ସ୍ୱାମୀ-ସ୍ତ୍ରୀଙ୍କ ସମ୍ପର୍କ । ସ୍ୱାମୀ ଅନୁଭବଙ୍କ ବିରୋଧରେ କଟକ-ପୁରୀ ଘାଟ ଥାନାରେ ଏତଲା ଦେଇଛନ୍ତି ବର୍ଷା ପ୍ରିୟଦର୍ଶିନୀ । ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ନେଇ ଆପତ୍ତି ଉଠାଇଛନ୍ତି!-->…
