ସୁନେତ୍ରା ପାୱାର ହେବେ ନୂଆ ଉପମୁଖ୍ୟମନ୍ତ୍ରୀ, ଆଜି ସନ୍ଧ୍ୟା ୫ଟାରେ ନେବେ ଶପଥ
ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ ସ୍ବର୍ଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର। ଆଜି ସନ୍ଧ୍ୟା ୫ଟାରେ ମୁମ୍ବାଇର ରାଜଭବନଠାରେ ଶପଥ ନେବେ ସୁନେତ୍ରା ପାୱାର। ମହାରାଷ୍ଟ୍ର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବେ ସୁନେତ୍ରା ପାୱାର ଶପଥ ନେବେ । NCP ବିଧାୟକ ଦଳର…
