Odia News Portal

ଆରମ୍ଭ ହେଲା ଭୋଟ୍ ଗଣତି

ଆରମ୍ଭ ହେଲା ଭୋଟ ଗଣତି । ସକାଳ ୮ଟାରୁ ଆରମ୍ଭ ହୋଇଛି ଭୋଟ୍ ଗଣତି । ପ୍ରଥମେ ପୋଷ୍ଟାଲ ବାଲଟ୍ ଗଣତି ପରେ ଖୋଲିବ ଇଭିଏମ । ରାଜ୍ୟର ୫୮ଟି ଏନଏସି, ୪୭ଟି ପୌର ପରିଷଦ ଏବଂ ୩ଟି ମହାନଗର ନିଗମରେ ଭୋଟ ଗଣତି ଆରମ୍ଭ ହୋଇଛି । ଭଦ୍ରକ ଜିଲ୍ଲାର ନବଗଠିତ ଧାମନଗର ଏନଏସିରେ ଭୋଟ ଗଣତି ହେବ ନାହିଁ ।

ଇମ୍ରାନ ଖାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ମାର୍ଚ୍ଚ ୨୮ ଯାଏଁ ସ୍ଥଗିତ

ଜାତୀୟ ସଂସଦରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସରକାର ବିରୋଧରେ ବିରୋଧୀଙ୍କ ଦ୍ବାରା ଆଗତ ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନାକୁ ସ୍ଥଗିତ ରଖାଯାଇଛି। ଏହା ଉପରେ ଏବେ ୨୮ ମାର୍ଚ୍ଚରେ ଆଲୋଚନା ହେବ | ଜଣେ ସାଂସଦଙ୍କ ମୃତ୍ୟୁ ଯୋଗୁଁ ସଂସଦ ଅଧିବେଶନକୁ ସ୍ଥଗିତ ରଖାଯାଇଛି । ତେବେ

ମାରିଉପୋଲ ଥିଏଟର ଉପରେ ରୁଷ ବୋମାମାଡ଼ରେ ୩୦୦ ଲୋକଙ୍କ ମୃତ୍ୟୁ ଆଶଙ୍କା

ଗତ ସପ୍ତାହରେ ୟୁକ୍ରେନର ଏକ ଥିଏଟର ଉପରେ ରୁଷର ଆକ୍ରମଣରେ ପ୍ରାୟ ୩୦୦ ଲୋକଙ୍କର ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି। ଏହି ଥିଏଟରରେ ଶହ ଶହ ଲୋକ ଆଶ୍ରୟ ନେଇଥିଲେ | ଶୁକ୍ରବାର ଦିନ ବନ୍ଦର ସହର ମାରିଉପୋଲରେ ୟୁକ୍ରେନ ଅଧିକାରୀ ଏହି ସୂଚନା ଦେଇଛନ୍ତି । ମାରିଉପୋଲ ସିଟି ହଲ୍ ଟେଲିଗ୍ରାମରେ

ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନଙ୍କ ବଡ଼ ନିଷ୍ପତ୍ତି

ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ ଆଉ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ମାନ୍ ପଞ୍ଜାବରେ ‘ଏକ ବିଧାୟକ, ଏକ ପେନସନ୍’ ନୀତି ଲାଗୁ କରିବାକୁ ଘୋଷଣା କରିଛନ୍ତି । ଏହା ଅଧୀନରେ ବିଧାୟକଙ୍କ ପେନ୍‌ସନ୍‌ ନିୟମରେ ପରିବର୍ତ୍ତନ ହେବ। ବର୍ତ୍ତମାନ ପର୍ଯ୍ୟନ୍ତ ପଞ୍ଜାବରେ ଜଣେ ବ୍ୟକ୍ତି ଯେତେ ଥର

ଦ୍ବିତୀୟ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଯୋଗୀ ଆଦିତ୍ୟନାଥ

ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନରେ ସଂପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିବା ପରେ ଲଗାତର ଦ୍ବିତୀୟ ଥର କ୍ଷମତାକୁ ଆସିଥିବା ଭାରତୀୟ ଜନତା ପାର୍ଟିର ନୂଆ ସରକାରର ଶପଥ ଗ୍ରହଣ ଉତ୍ସବ ଆଜି ଲକ୍ଷ୍ନୌର ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀ ଇକାନା ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି।

ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ

ଭିଜିଲାନ୍ସ ଜାଲରେ ମାଲକାନଗିରି ଜିଲ୍ଲା ଗ୍ରାମ୍ୟ ନିର୍ମାଣ ବିଭାଜନ-୧ ର ନିର୍ବାହୀ ଯନ୍ତ୍ରୀ ଆଶିଷ ଦାସ । ମାଲକାନଗିରି ଡି.ସି.ବି ବ୍ୟାଙ୍କରେ ନଗଦ ୧୦ ଲକ୍ଷ ଟଙ୍କା ଜମା କରିବାକୁ ଯାଇଥିବା ସମୟରେ ଦୁର୍ନୀତି ନିବାରଣ ବିଭାଗ ତରଫରୁ ଚଢ଼ାଉ କରାଯାଇ ନିର୍ବାହୀ ଯନ୍ତ୍ରୀ ଶ୍ରୀ ଦାସଙ୍କୁ ଗିରଫ

ବିଧାନସଭାରେ ଶୋକପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ, ସମର୍ଥନ କଲେ ବିରୋଧୀଦଳ ଉପନେତା

ବିଧାନସଭାରେ ଶୋକପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦିବଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ। ଗୃହକାର୍ଯ୍ୟରେ ସେମାନଙ୍କ ଦକ୍ଷତାକୁ ସ୍ମରଣ କଲେ । କରୋନା ଯୋଦ୍ଧାଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ। କରୋନା ମୃତକଙ୍କ ପରିବାର ପ୍ରତି ସମବେଦନା ଅର୍ପଣ

ଗୁଳିଫୁଟି ଗଂଜାମ ଗାଙ୍ଗପୁର ଥାନା IIC ମୃତ

ଗଂଜାମ ଗାଙ୍ଗପୁର ଥାନା ଆଇଆଇସି ଦେବ କୁମାର ଗଙ୍ଗାମ ଗୁଳି ଫୁଟି ମୃତ । ଆଇଆଇସିଙ୍କୁ ଗୁରୁତର ଅବସ୍ଥାରେ ଆସିକା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ। ଆଇଆଇସିଙ୍କୁ ଗୁଳି ବାଜିବା ନେଇ ଗଂଜାମ ଏସପି କହିଛନ୍ତି। ତେବେ ନିଜ

ସ୍କୁଲ ପରିସରରେ ନାବାଳିକାଙ୍କୁ ବଳାତ୍କାର

ମହାରାଷ୍ଟ୍ର : ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ଜଣେ ଅଜଣା ବ୍ୟକ୍ତି ଏକ ବେସରକାରୀ ସ୍କୁଲ ପରିସରରେ ବଳାତ୍କାର କରିଛନ୍ତି। ମହାରାଷ୍ଟ୍ରର ପୁଣେରୁ ଏଭଳି ଘଟଣା ସାମ୍ନାକୁ ଆସିଛି। ଘଟଣାଟି ବୁଧବାର ଅପରାହ୍ନରେ ଘଟିଥିବା ପୋଲିସ ପକ୍ଷରୁ କୁହାଯାଇଛି। 'ଜଣେ ଅଜ୍ଞାତ ବ୍ୟକ୍ତି

କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା : ଦ୍ୱିତୀୟ ଦିନରେ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଜେରା

ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ଘଟଣାରେ ଚାନ୍ଦବାଲି ଥାନାରେ କ୍ରାଇମବ୍ରାଞ୍ଚର ୫ ଜଣିଆ ଟିମ୍‌ । ଦ୍ବିତୀୟ ଦିନରେ ଚାନ୍ଦବାଲିରେ କ୍ରାଇମବ୍ରାଞ୍ଚ ଟିମର ତଦନ୍ତ ଜାରି । ଆଜି ଦୁଇ ଜଣ ସାକ୍ଷୀଙ୍କୁ କ୍ରାଇମବ୍ରାଞ୍ଚର ପଚରାଉଚରା କରୁଛି । ଦେବାଶିଷ ଜେନା ଓ ଶରତ ପଣ୍ଡାଙ୍କୁ