କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ହାର୍ଦ୍ଦିକ ପଟେଲ
ଗୁଜୁରାଟ ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ ଝଟ୍କା । କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ହାର୍ଦ୍ଦିକ ପଟେଲ । ବିଜେପିରେ ହାର୍ଦ୍ଦିକ ସାମିଲ ହେବେ ବୋଲି ଚର୍ଚ୍ଚା ହେଉଛି । ମିଳିଥିବା ସୂଚନାଅନୁସାରେ, ଗୁଜରାଟର ପଟିଦାର ନେତା ହାର୍ଦ୍ଦିକ ପଟେଲ ୨ମାସ ହେବ ବିଜେପି ନେତାଙ୍କ ସମ୍ପର୍କରେ!-->…
