ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗିରଫ
ଗିରଫ ହେଲେ ବାହୁବଳୀ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କଲ ବାଣପୁର ପୋଲିସ । ହସ୍ପିଟାଲରୁ ବାହାରିବା ପରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଚିଲିକା ପୋଲିସ ଗିରଫ କରିଥିବା ସୂଚନା ମିଳିଛି । ଗିରଫ କରାଯାଇଥିବା ନେଇ ସୂଚନା ଦେଇଛନ୍ତି!-->…
