ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସ୍ଥଗିତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସ୍ଥଗିତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖାଯାଇଛି । ଚାଲିଥିବା କାର୍ଯ୍ୟକୁ ସ୍ଥଗିତ ରଖିବା ପାଇଁ ଏହି ଚିଠି ଲେଖିଛି ଓଘଞଇଉଐ । ମାମଲା ହାଇକୋର୍ଟରେ ବିଚାରଧୀନ ଥିବାରୁ କାମକୁ ସ୍ଥଗିତ ରଖାଯାଉ ବୋଲି କହିଛି ଓଘଞଇଉଐ । ଶ୍ରୀମନ୍ଦିର ସୁରକ୍ଷା ନେଇ!-->…
