ନବୋଦୟ ବିଦ୍ୟାଳୟରେ ଜଣ୍ଡିସ୍ ଆତଙ୍କ
ରାଜ୍ୟର ଖୋର୍ଦ୍ଧା ଜିଲ୍ଲାର ଗୁରୁଜଙ୍ଗଠାରେ ଥିବା ଜବାହାର ନବୋଦୟ ବିଦ୍ୟାଳୟ (JNV)ରେ ଜଣ୍ଡିସ୍ ବ୍ୟାପିବାରେ ଲାଗିଛି। ୩୦ ଛାତ୍ରଛାତ୍ରୀଙ୍କ ନମୁନା ପରୀକ୍ଷା ପଜିଟିଭ୍ ଆସିଛି।ଛାତ୍ରଛାତ୍ରୀଙ୍କୁ ପ୍ରାଥମିକ ଚିକିତ୍ସା ପରେ ଆବାସିକ ବିଦ୍ୟାଳୟ କର୍ତ୍ତୃପକ୍ଷ ଘରକୁ ପଠାଇ ଦେଇଛନ୍ତି।…
