ପୁରୀରେ ସେବାୟତଙ୍କୁ ହତ୍ୟା
ପୁରୀ ଟାଉନ୍ ଥାନା ଅଞ୍ଚଳରେ ଅଘଟଣ । ସୁଆର ମହାସୁଆର ନିଯୋଗର ସମ୍ପାଦକଙ୍କୁ ଗୁଳି କରି ହତ୍ୟା କରାଯାଇଛି । ଗୁଳିମାଡ଼ କରି ଦୁର୍ବୃତ୍ତ ଫେରାର ହୋଇଯାଇଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ଖବର ଅନୁଯାୟୀ, ବୁଧବାର ଟାଉନ୍ ଥାନା ଅଞ୍ଚଳରେ ସୁଆର ମହାସୁଆର ନିଯୋଗର!-->!-->!-->…
