Odia News Portal

ପୁଣି ଚିନରେ କରୋନା ଆତଙ୍କ

ପୁଣି ଡରାଇଲାଣି କରୋନା ଭାଇରସ । ଗତ ୨୪ ଘଣ୍ଟାରେ ଦେଶରେ ୧୩ ଲକ୍ଷରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ ହେଲେଣି । ୩୫୭୯ ଲୋକଙ୍କ ମୃତ୍ୟୁ ହୋଇଛି । ବିଶେଷକରି ଚୀନରେ ଏବେ ପୁଣି ବଢିବାରେ ଲାଗିଛି ଆକ୍ରାନ୍ତଙ୍କ ସଂଖ୍ୟା । ରବିବାର ଦିନକରେ ୩୧୦୦ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ବଢୁଥିବା

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶାସନରେ ଦୁର୍ନିତୀକୁ ଦିଆଯିବ ନାହିଁ ପ୍ରଶୟ । ଭିଜିଲାନ୍ସ ଜାଲରେ ପଡୁଛନ୍ତି ଜଣଙ୍କ ପରେ ଜଣେ ଲାଞ୍ଚୁଆ ବାବୁ । ଭୁବନେଶ୍ବର ଆର୍ ଆଣ୍ଡ ବି ଡିଭିଜନର ସହକାରୀ ଯନ୍ତ୍ରୀ ଅଜୟ କୁମାର ମିଶ୍ରଙ୍କ ଘରେ ପଶିଛନ୍ତି ଭିଜିଲାନ୍ସ ଅଧିକାରୀ । ଏକକାଳୀନ ୬ଟି ସ୍ଥାନରେ

ସ୍ତ୍ରୀ କୁ ଜିଅନ୍ତା ପୋତିଲା ସ୍ୱାମୀ

ସ୍ୱାମୀ ସାଜିଲା ସୈତାନ । ସାମାନ୍ୟ ବଚସା ଭୁଲେଇଦେଲା ସବୁ ସମ୍ପର୍କ । ସ୍ତ୍ରୀକୁ ମାଡ଼ ମାରି ଜୀଅନ୍ତା ପୋତିଦେଲା ସ୍ୱାମୀ । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଶୀତଳବସା ଗାଁରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ । ବାପଘର ଲୋକ ଗୁରୁତର ଅବସ୍ଥାରେ ସୁକାନ୍ତିଙ୍କୁ ଉଦ୍ଧାର କରି

ପୈାର ନିର୍ବାଚନ ଆଜି ଆସିବ ଚୂଡାନ୍ତ ପାର୍ଥୀ ତାଲିକା

ପୌର ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ଚୂଡାନ୍ତ ପ୍ରାର୍ଥୀ ତାଲିକା। ରାଜ୍ୟର ୧୦୬ଟି ମ୍ୟୁନିସିପାଲିଟି, ଏନ୍ଏସି ଓ ୩ଟି ମହାନଗର ନିଗମ ପାଇଁ ଆଜି ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ । ଚଳିତ ମାସ ୨ ତାରିଖରୁ ୭ ତାରିଖ ପର୍ୟ୍ୟନ୍ତ

କିଭ୍‌ ନିକଟରେ ୮ଟି ବଡ ବିସ୍ଫୋରଣର ଶଦ୍ଦ ଶୁଭିଛି

କିଭ୍‌ର ଅତି ନିକଟରେ ରୁଷ ସେନା । ୟୁକ୍ରେନ ରାଜଧାନୀ କିଭ୍‌ ଦଖଲ ପାଇଁ ରୁଷ ସେନା ଆଗକୁ ମାଡୁଥିବା ବେଳେ ଚାଲିଛି ନିର୍ଣ୍ଣାୟକ ଲଢ଼େଇ । ରୁଷ- ୟୁକ୍ରେନ ସେନା ମଧ୍ୟରେ ଘମାଘୋଟ ଲଢେଇ । କିଭ୍‌ ନିକଟରେ ୮ଟି ବଡ ବିସ୍ଫୋରଣର ଶଦ୍ଦ ଶୁଭିଛି । କିଭ୍‌ ସମେତ ବୁକା, ଇରପିନ୍‌ ଓ ହଷ୍ଟୋମଲରେ ହୋଇଛି

ଓଡ଼ିଆ ଚଳଚ୍ଚିତ୍ର “ପ୍ରେମରେ ରିସ୍କ ହେଲା ମତେ ଇସ୍କ” ର ଅଡିଓ ଲୋକାର୍ପଣ

ୟୁଏସ୍ ମୋସନ୍ ପିକଚର୍ସ ଓ କେ.ମୁରଲୀ କ୍ରିଷ୍ଣା ଫିଲ୍ମ ମିଳିତ ସହଯୋଗ ରେ ନିର୍ମାଣ ନୂଆ ଓଡ଼ିଆ ଚଳଚ୍ଚିତ୍ର " ପ୍ରେମରେ ରିସ୍କ ହେଲା ମତେ ଇସ୍କ " ଅଡିଓ ର ଲୋକାର୍ପଣ । ଏହି ଅଡିଓ ଭୁବନେଶ୍ୱର ସ୍ଥିତ ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ ରିସର୍ଚ ସେଣ୍ଟର ଠାରେ ଅନୁଷ୍ଠିତ ହୋଇଛି । ଅଡିଓ ର

ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ତୀବ୍ର ନିନ୍ଦା କଲା ବିଜେଡି

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ କାର୍ଯ୍ୟକୁ କଡ଼ା ନିନ୍ଦା କରିଛି ବିଜେଡି। ବାଣପୁରରେ ଗାଡ଼ି ଚଢ଼ାଇବା ଘଟଣା ଉପରେ ପ୍ରତିକ୍ରିୟା ରଖି ବିଜେଡିର ରାଜ୍ୟସଭା ସଦସ୍ୟତଥା ମୁଖପାତ୍ର ଡକ୍ଟର ସସ୍ମିତ ପାତ୍ର କହିଛନ୍ତି, ଚିଲିକା ବିଧାୟକଙ୍କ କାର୍ଯ୍ୟ ଅତି ବୀଭତ୍ସ ଏବଂ ବର୍ବରୋଚିତ। ଏଭଳି

ଆଗାମୀ ୨ରୁ ୩ ଦିନ ମଧ୍ୟରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଟପିବ

ରାଜ୍ୟରେ ବଢୁଛି ତାତି । ଆଗାମୀ ୨ରୁ ୩ ଦିନ ମଧ୍ୟରେ କିଛି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଟପିବ । ଏନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ପୂର୍ବାନୁମାନ କରିଛି । ଆଗାମୀ ୩ରୁ ୪ ଦିନ ଯାଏ ରାଜ୍ୟକୁ

ଶାସ୍ତ୍ରୀୟ ସଙ୍ଗୀତ,ସଂସ୍କୃତି ପାଇଁ କାଶ୍ମୀରରୁ କନ୍ୟାକୁମାରୀ ସାଇକେଲ ଯାତ୍ରା

(ସୋସାଇଟି ଫର ପ୍ରୋମୋସନ୍ ଅଫ୍ ଇଣ୍ଡିଆନ୍ କ୍ଲାସିକାଲ୍ ମ୍ୟୁଜିକ୍ ଆଣ୍ଡ କଲଚର ଅମଙ୍ଗଷ୍ଟ ୟୁଥ୍)ର ପ୍ରତିଷ୍ଠାତା ଆଇଆଇଟି-ଦିଲ୍ଲୀର ପ୍ରଫେସର-ଏମିରିଟସ୍, ପଦ୍ମଶ୍ରୀ ଡ.କିରଣ ସେଠ ଭାରତର ଅଗଣିତ ଛାତ୍ର ଆଉ ଛାତ୍ରୀ ମାନଙ୍କ ମଧ୍ୟରେ ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତ ଏବଂ ସଂସ୍କୃତିର ପ୍ରୋତ୍ସାହନ

ବିଜେପି କର୍ମୀଙ୍କ ଆକ୍ରମଣରେ ଚିଲିକା ବିଧାୟକ ଗୁରୁତର

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ କାର୍‌ ଧକ୍କାରେ ୭ ପୋଲିସଙ୍କ ସମେତ ୨୦ ଆହତ । ଭିଡ଼ ଭିତରେ କାର୍‌ ଚଢ଼ାଇଦେବାରୁ ୨୦ ଜଣ ଆହତ ହୋଇଛନ୍ତି । ଏହାକୁ ନେଇ ତୁମୁଳକାଣ୍ଡ ଘଟିଛି । ଆକ୍ରମଣରେ ମଧ୍ୟ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗୁରୁତର ଆହତ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲା ବାଣପୁରରେ