ରବିବାରରେ ବି ମିଳିବ ଜଗା ଦର୍ଶନ
ଆଜି ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ହେବ । ବୈଠକ ଏଜେଣ୍ଡାରେ ମହାପ୍ରଭୁଙ୍କ ଦୋଳ ପୂର୍ଣ୍ଣିମା ନୀତି ନିର୍ଘଣ୍ଟ ଉପରେ ମୁଖ୍ୟ ଆଲୋଚନା ହେବ । ତା ବ୍ୟତୀତ କୋଭିଡ୍ ସଂକ୍ରମଣ ହାର ହ୍ରାସ ପାଇଥିବାରୁ ରବିବାର ଦିନ ଶ୍ରୀମନ୍ଦିର ଦର୍ଶନ ବନ୍ଦ କଟକଣା!-->…
