ଢେଙ୍କାନାଳ ପୌରାଧ୍ୟକ୍ଷାଙ୍କ ଘରେ ବୋମା ମାଡ ଘଟଣା,୨ ଗିରଫ
ଢେଙ୍କାନାଳ ପୌରାଧ୍ୟକ୍ଷାଙ୍କ ଘରେ ବୋମା ମାଡ ଘଟଣାରେ ପୋଲିସକୁ ବଡ ସଫଳତା । ଘଟଣାରେ ସଂପୃକ୍ତ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ଟାଉନ୍ ଥାନା ପୋଲିସ । ଗଁଦିଆ ଆରଦା ଗାଁରୁ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି । ଗିରଫ ଦୁଇ ଅଭିଯୁକ୍ତ ହେଉଛନ୍ତି ପାଣ୍ଡେ ଓରଫ୍!-->…
