ଝଡବର୍ଷା ପାଇଁ ୧୨ ଜିଲ୍ଲାକୁ ୱାର୍ଣ୍ଣିଂ
ଉତ୍ତରପୂର୍ବ ମଧ୍ୟପ୍ରଦେଶ ଓ ସମୀପବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ମଧ୍ୟମ ଧରଣର ଝଡବର୍ଷା ସମ୍ଭାବନା ରହିଛି । ଘଡଘଡି ସହ ଝଡବର୍ଷା ନେଇ ରାଜ୍ୟର ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅନୁଗୁଳ, ଢେଙ୍କାନାଳ, ଦେବଗଡ,!-->…
