୬୨ ବର୍ଷ ବୟସରେ ବିବାହ କଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନିଜ, ଦୀର୍ଘ ଦିନର ବାନ୍ଧବୀଙ୍କ ସହ ହେଲେ…
ବାହା ହେଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନିଜ। ପଦବୀରେ ଥାଇ ବିବାହ କରିବାରେ ପ୍ରଥମ ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ । ଆନ୍ଥୋନୀ ଆଲବାନିଜ ୬୨ ବର୍ଷ ବୟସରେ ବିବାହ କରିଛନ୍ତି । ତାଙ୍କ ଦୀର୍ଘ ଦିନର ବାନ୍ଧବୀ ୪୫ ବର୍ଷିୟା ଜୋଡି ହେଡନ ଙ୍କ ସହ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ।…
