ବିଦ୍ୟୁତ୍ କ୍ଷେତ୍ର ପାଇଁ ଏସମା ଲାଗୁ କଲେ ରାଜ୍ୟ ସରକାର, ୬ ମାସ ପାଇଁ ବିଦ୍ୟୁତ୍ ସେବାରେ ଧର୍ମଘଟ ନିଷିଦ୍ଧ
ବିଦ୍ୟୁତ୍ କ୍ଷେତ୍ର ପାଇଁ ଏସମା ଆଇନ୍ (Essential Services Maintenance Act- ESMA) ଲାଗୁ କରିଛନ୍ତି ରାଜ୍ୟ ସରକାର । ଶକ୍ତି ବିଭାଗରେ ଏସମା ଆଇନ୍ ଲାଗୁ ହୋଇଛି । ଆଜିଠାରୁ ରାଜ୍ୟରେ ୬ ମାସ ପାଇଁ ବିଦ୍ୟୁତ୍ ସେବାରେ ଧର୍ମଘଟକୁ ନିଷିଦ୍ଧ କରିଛନ୍ତି ରାଜ୍ୟ ସରକାର । ଶକ୍ତି ସଙ୍କଟ…
