ଆସନ୍ତାକାଲି ଓଡ଼ିଶା ବନ୍ଦ, ସକାଳ ୬ଟାରୁ ଅପରାହ୍ନ ୨ଟା ଯାଏ ଅଖ ଚକ ବନ୍ଦ
ଆସନ୍ତାକାଲି ଓଡ଼ିଶା ବନ୍ଦ ଡାକରା ଦେଇଛି ନଵନିର୍ମାଣ କୃଷକ ସଂଗଠନ । ଆସନ୍ତାକାଲି ସକାଳ ୬ଟାରୁ ଅପରାହ୍ନ ୨ଟା ଯାଏ ବନ୍ଦ ଡାକରା ଦିଆଯାଇଛି । ନବନିର୍ମାଣ କୃଷକ ସଂଗଠନ ସହ ନବନିର୍ମାଣ ଯୁବଛାତ୍ର ସଂଗଠନ ମଧ୍ୟ ଏହି ବନ୍ଦ ଡାକରାରେ ସାମିଲ ହୋଇଛି । ବନ୍ଦ ଡାକରାକୁ ପୂର୍ଣ୍ଣ ସମର୍ଥନ ଜଣାଇଛି…
